ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟରେ କରୋନା

The Sakala Picture
Published On

ଭୁବନେଶ୍ବର : ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟକୁ ଛୁଇଁଲା କରୋନା। ବିଶ୍ଵବିଦ୍ୟାଳୟର ଜଣେ ପ୍ରଫେସରଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ପ୍ରଫେସରଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଆସନ୍ତାକାଲି ବିଶ୍ବବିଦ୍ୟାଳୟରେ କରୋନା ଟେଷ୍ଟ ହେବ ବୋଲି ଜଣାପଡିଛି। ଛାତ୍ରୀ, ଅଧ୍ୟାପିକା ଓ କର୍ମଚାରୀଙ୍କର କରୋନା ଟେଷ୍ଟ ହେବ। ପ୍ରାୟ ଦୁଇ ଶହ ଜଣଙ୍କର ଆରଟିପିସିଆର ଟେଷ୍ଟ କରାଯିବ। ପ୍ରତିଦିନ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ମାନଙ୍କରେ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି ଯାହା ଚିନ୍ତାର କାରଣ ପାଲଟିଛି। ସୂଚନାଯୋଗ୍ୟ ଗତ ୨୪ […]

ଭୁବନେଶ୍ବର : ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟକୁ ଛୁଇଁଲା କରୋନା। ବିଶ୍ଵବିଦ୍ୟାଳୟର ଜଣେ ପ୍ରଫେସରଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ପ୍ରଫେସରଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଆସନ୍ତାକାଲି ବିଶ୍ବବିଦ୍ୟାଳୟରେ କରୋନା ଟେଷ୍ଟ ହେବ ବୋଲି ଜଣାପଡିଛି। ଛାତ୍ରୀ, ଅଧ୍ୟାପିକା ଓ କର୍ମଚାରୀଙ୍କର କରୋନା ଟେଷ୍ଟ ହେବ। ପ୍ରାୟ ଦୁଇ ଶହ ଜଣଙ୍କର ଆରଟିପିସିଆର ଟେଷ୍ଟ କରାଯିବ। ପ୍ରତିଦିନ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ମାନଙ୍କରେ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି ଯାହା ଚିନ୍ତାର କାରଣ ପାଲଟିଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

ସୂଚନାଯୋଗ୍ୟ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ପୁଣି ୨୯୭ ନୂଆ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି। ଏଥି ମଧ୍ୟରୁ ୧୭୪ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୨୩ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୯୧୭ରେ ପହଞ୍ଚିଥିବା ବେଳେ ୩,୩୬,୯୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହିତ ୨୦୧୩ ଜଣ ଚିକିତ୍ସାଧୀନ ଅଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

ଆଜି ଚିହ୍ନଟ ୨୯୭ ଆକ୍ରାନ୍ତଙ୍କ ମଧ୍ୟରୁ କଳାହାଣ୍ଡିରୁ ସର୍ବାଧିକ ୫୭ ଜଣ ରହିଛନ୍ତି। ସେହିପରି ଅନୁଗୁଳରୁ ୯, ବାଲେଶ୍ବରରୁ ୬, ବରଗଡ଼ରୁ ୧୮, ଭଦ୍ରକରୁ ୨, ବଲାଙ୍ଗୀରରୁ ୫, କଟକରୁ ୧୭, ଢେଙ୍କାନାଳରୁ ୧, ଗଞ୍ଜାମରୁ ୭, ଜଗତସିଂହପୁରରୁ ୨, ଯାଜପୁରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଝାରସୁଗୁଡ଼ାରୁ ୫, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୧୨, ଖୋର୍ଦ୍ଧାରୁ ୩୩, କୋରାପୁଟରୁ ୫, ମୟୂରଭଞ୍ଜରୁ ୭, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୨, ନୂଆପଡ଼ାରୁ ୩୧, ପୁରୀରୁ ୬, ସମ୍ବଲପୁରରୁ ୧୭ ଜଣ ଚିହ୍ନଟ ହୋଇଛନ୍ତି। ଅପର ପକ୍ଷରେ ସୋନପୁରରୁ ୩, ସୁନ୍ଦରଗଡ଼ରୁ ୩୮ ଏବଂ ଷ୍ଟେଟ୍‌ ପୁଲରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

31 Mar 2021 By The Sakala

ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟରେ କରୋନା

ଭୁବନେଶ୍ବର : ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟକୁ ଛୁଇଁଲା କରୋନା। ବିଶ୍ଵବିଦ୍ୟାଳୟର ଜଣେ ପ୍ରଫେସରଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ପ୍ରଫେସରଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଆସନ୍ତାକାଲି ବିଶ୍ବବିଦ୍ୟାଳୟରେ କରୋନା ଟେଷ୍ଟ ହେବ ବୋଲି ଜଣାପଡିଛି। ଛାତ୍ରୀ, ଅଧ୍ୟାପିକା ଓ କର୍ମଚାରୀଙ୍କର କରୋନା ଟେଷ୍ଟ ହେବ। ପ୍ରାୟ ଦୁଇ ଶହ ଜଣଙ୍କର ଆରଟିପିସିଆର ଟେଷ୍ଟ କରାଯିବ। ପ୍ରତିଦିନ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ମାନଙ୍କରେ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି ଯାହା ଚିନ୍ତାର କାରଣ ପାଲଟିଛି।

ସୂଚନାଯୋଗ୍ୟ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ପୁଣି ୨୯୭ ନୂଆ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି। ଏଥି ମଧ୍ୟରୁ ୧୭୪ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୨୩ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୯୧୭ରେ ପହଞ୍ଚିଥିବା ବେଳେ ୩,୩୬,୯୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହିତ ୨୦୧୩ ଜଣ ଚିକିତ୍ସାଧୀନ ଅଛନ୍ତି।

ଆଜି ଚିହ୍ନଟ ୨୯୭ ଆକ୍ରାନ୍ତଙ୍କ ମଧ୍ୟରୁ କଳାହାଣ୍ଡିରୁ ସର୍ବାଧିକ ୫୭ ଜଣ ରହିଛନ୍ତି। ସେହିପରି ଅନୁଗୁଳରୁ ୯, ବାଲେଶ୍ବରରୁ ୬, ବରଗଡ଼ରୁ ୧୮, ଭଦ୍ରକରୁ ୨, ବଲାଙ୍ଗୀରରୁ ୫, କଟକରୁ ୧୭, ଢେଙ୍କାନାଳରୁ ୧, ଗଞ୍ଜାମରୁ ୭, ଜଗତସିଂହପୁରରୁ ୨, ଯାଜପୁରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଝାରସୁଗୁଡ଼ାରୁ ୫, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୧୨, ଖୋର୍ଦ୍ଧାରୁ ୩୩, କୋରାପୁଟରୁ ୫, ମୟୂରଭଞ୍ଜରୁ ୭, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୨, ନୂଆପଡ଼ାରୁ ୩୧, ପୁରୀରୁ ୬, ସମ୍ବଲପୁରରୁ ୧୭ ଜଣ ଚିହ୍ନଟ ହୋଇଛନ୍ତି। ଅପର ପକ୍ଷରେ ସୋନପୁରରୁ ୩, ସୁନ୍ଦରଗଡ଼ରୁ ୩୮ ଏବଂ ଷ୍ଟେଟ୍‌ ପୁଲରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର