ସମାବର୍ତ୍ତନ ଉତ୍ସବ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟରେ ଚାଲିଛି କରୋନା ପରୀକ୍ଷା

The Sakala Picture
Published On

ଭୁବନେଶ୍ଵର: ଏପ୍ରିଲ ୩ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆସୁଛନ୍ତି ଉପରାଷ୍ଟ୍ରପତି। ୫୦ ତମ ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି ଏମ. ଭେଙ୍କାୟା ନାଇଡୁ ଯୋଗଦେବାର କାର୍ଯ୍ଯକ୍ରମ ରହିଛି।  ଏହା ପୂର୍ବରୁ କ୍ୟାମ୍ପସରେ କରୋନା ପରୀକ୍ଷା କରାଯାଉଛି । ସମାବର୍ତ୍ତନ ଉତ୍ସବରେ ଯେଉଁମାନେ  ଯୋଗଦେବେ ସେମାନଙ୍କର କୋଭିଡ ପରୀକ୍ଷା କରାଯାଉଛି। ସକାଳୁ କ୍ୟାମ୍ପସ ପରିସରରେ ଥିବା ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଣ୍ଟିଜେ ଟେଷ୍ଟ ଆରମ୍ଭ ହୋଇଛି। କେବଳ ନେଗେଟିଭ ରିପୋର୍ଟ ଥିବା ବ୍ୟକ୍ତିବିଶେଷଙ୍କୁ ଉତ୍ସବରେ ସାମିଲ ହେବାକୁ ଅନୁମତି ଦିଆଯିବ ବୋଲି ସୂଚନା […]

ଭୁବନେଶ୍ଵର: ଏପ୍ରିଲ ୩ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆସୁଛନ୍ତି ଉପରାଷ୍ଟ୍ରପତି। ୫୦ ତମ ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି ଏମ. ଭେଙ୍କାୟା ନାଇଡୁ ଯୋଗଦେବାର କାର୍ଯ୍ଯକ୍ରମ ରହିଛି।  ଏହା ପୂର୍ବରୁ କ୍ୟାମ୍ପସରେ କରୋନା ପରୀକ୍ଷା କରାଯାଉଛି । ସମାବର୍ତ୍ତନ ଉତ୍ସବରେ ଯେଉଁମାନେ  ଯୋଗଦେବେ ସେମାନଙ୍କର କୋଭିଡ ପରୀକ୍ଷା କରାଯାଉଛି। ସକାଳୁ କ୍ୟାମ୍ପସ ପରିସରରେ ଥିବା ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଣ୍ଟିଜେ ଟେଷ୍ଟ ଆରମ୍ଭ ହୋଇଛି। କେବଳ ନେଗେଟିଭ ରିପୋର୍ଟ ଥିବା ବ୍ୟକ୍ତିବିଶେଷଙ୍କୁ ଉତ୍ସବରେ ସାମିଲ ହେବାକୁ ଅନୁମତି ଦିଆଯିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ସୌର ଷ୍ଟ୍ରିଟ ଲାଇଟ ସହିତ ଗ୍ରାମୀଣ ସୁରକ୍ଷାକୁ ସୁଦୃଢ଼ କରିଛି ବେଦାନ୍ତ ଆଲୁମିନିୟମ

ସମାବର୍ତ୍ତନ ଉତ୍ସବରେ ବିଭିନ୍ନ ବିଭାଗରେ ପୁରସ୍କାର ପାଇବାକୁ ଥିବା ଛାତ୍ରଛାତ୍ରୀଙ୍କର କରୋନା ପରୀକ୍ଷା କରାଯାଉଛି । ଏହା ସହିତ ଉପରାଷ୍ଟ୍ରପତିଙ୍କ ପାଖକୁ ଯିବାକୁ ଥିବା ଅନ୍ୟ ସମସ୍ତ ଅଧିକାରୀ, କର୍ମଚାରୀ ଓ ସେବା ଯୋଗାଣକାରୀଙ୍କର ମଧ୍ୟ ଆରଟିପିସିଆର କରୋନା ପରୀକ୍ଷା କରାଯିବ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରବଳ ତାତି ଓ ଗୁଳୁଗୁଳି, କାଁ ଭାଁ କାଳବୈଶାଖୀ କମାଇପାରିବନି ତାତି

31 Mar 2021 By The Sakala

ସମାବର୍ତ୍ତନ ଉତ୍ସବ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟରେ ଚାଲିଛି କରୋନା ପରୀକ୍ଷା

ଭୁବନେଶ୍ଵର: ଏପ୍ରିଲ ୩ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆସୁଛନ୍ତି ଉପରାଷ୍ଟ୍ରପତି। ୫୦ ତମ ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି ଏମ. ଭେଙ୍କାୟା ନାଇଡୁ ଯୋଗଦେବାର କାର୍ଯ୍ଯକ୍ରମ ରହିଛି।  ଏହା ପୂର୍ବରୁ କ୍ୟାମ୍ପସରେ କରୋନା ପରୀକ୍ଷା କରାଯାଉଛି । ସମାବର୍ତ୍ତନ ଉତ୍ସବରେ ଯେଉଁମାନେ  ଯୋଗଦେବେ ସେମାନଙ୍କର କୋଭିଡ ପରୀକ୍ଷା କରାଯାଉଛି। ସକାଳୁ କ୍ୟାମ୍ପସ ପରିସରରେ ଥିବା ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଣ୍ଟିଜେ ଟେଷ୍ଟ ଆରମ୍ଭ ହୋଇଛି। କେବଳ ନେଗେଟିଭ ରିପୋର୍ଟ ଥିବା ବ୍ୟକ୍ତିବିଶେଷଙ୍କୁ ଉତ୍ସବରେ ସାମିଲ ହେବାକୁ ଅନୁମତି ଦିଆଯିବ ବୋଲି ସୂଚନା ମିଳିଛି।

ସମାବର୍ତ୍ତନ ଉତ୍ସବରେ ବିଭିନ୍ନ ବିଭାଗରେ ପୁରସ୍କାର ପାଇବାକୁ ଥିବା ଛାତ୍ରଛାତ୍ରୀଙ୍କର କରୋନା ପରୀକ୍ଷା କରାଯାଉଛି । ଏହା ସହିତ ଉପରାଷ୍ଟ୍ରପତିଙ୍କ ପାଖକୁ ଯିବାକୁ ଥିବା ଅନ୍ୟ ସମସ୍ତ ଅଧିକାରୀ, କର୍ମଚାରୀ ଓ ସେବା ଯୋଗାଣକାରୀଙ୍କର ମଧ୍ୟ ଆରଟିପିସିଆର କରୋନା ପରୀକ୍ଷା କରାଯିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର