କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍ : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୪୦ ଜୀବନ ନେଲା ମହାମାରୀ ଭୁତାଣୁ

The Sakala Picture
Published On

ରାଜ୍ୟରେ ଚିନ୍ତା ବଢାଉଛି ମହାମାରୀ କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ଭିତରେ ୪୦ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି। ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ, ଝାରସୁଗୁଡା ଓ […]

ରାଜ୍ୟରେ ଚିନ୍ତା ବଢାଉଛି ମହାମାରୀ କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ଭିତରେ ୪୦ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ବିବାହ ବେଦୀରେ ବସିବା ପରେ ବଦଳିଗଲା ବରର ମନ, କନିଆଁକୁ ଛାଡ଼ି ପଳାଇ ଆସିଲା ପୁଅ

ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ, ଝାରସୁଗୁଡା ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀର ଓ ଦେବଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

05 Jun 2021 By The Sakala

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍ : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୪୦ ଜୀବନ ନେଲା ମହାମାରୀ ଭୁତାଣୁ

ରାଜ୍ୟରେ ଚିନ୍ତା ବଢାଉଛି ମହାମାରୀ କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ଭିତରେ ୪୦ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି।

ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ, ଝାରସୁଗୁଡା ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀର ଓ ଦେବଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର