By
The Sakala
ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଶହ ପାର୍ କରିଛି। ଆଜି ୩୧୧ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୬୬ ଜଣ ଓ ସ୍ଥାନୀୟ ଅଂଚଳରୁ ୨୪୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ […]
ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଶହ ପାର୍ କରିଛି। ଆଜି ୩୧୧ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୬୬ ଜଣ ଓ ସ୍ଥାନୀୟ ଅଂଚଳରୁ ୨୪୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୮୯୦ ରେ ପହଂଚିଛି।
About The Author: The Sakala