ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୪୭୬ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର:ରାଜଧାନୀ ଭୁବନେଶ୍ବରରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାରି ମଧ୍ୟରେ ରାଜଧାନୀରେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବା ଭୁବନେଶ୍ବରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ୪୭୬ ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବାବେଳେ ସେଥି ମଧ୍ଯରୁ ୩୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ବେଳେ ସଂଗରୋଧରୁ ୮୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରରେ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ୩୭ ହଜାର ୨୦୪ ରେ […]

ଭୁବନେଶ୍ବର:ରାଜଧାନୀ ଭୁବନେଶ୍ବରରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାରି ମଧ୍ୟରେ ରାଜଧାନୀରେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବା ଭୁବନେଶ୍ବରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ୪୭୬ ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବାବେଳେ ସେଥି ମଧ୍ଯରୁ ୩୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ବେଳେ ସଂଗରୋଧରୁ ୮୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରରେ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ୩୭ ହଜାର ୨୦୪ ରେ ପହଞ୍ଚିଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଅସୁରକ୍ଷିତ ରାଜଧାନୀ: ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

21 Apr 2021 By The Sakala

ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୪୭୬ ପଜିଟିଭ୍

ଭୁବନେଶ୍ବର:ରାଜଧାନୀ ଭୁବନେଶ୍ବରରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାରି ମଧ୍ୟରେ ରାଜଧାନୀରେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବା ଭୁବନେଶ୍ବରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ୪୭୬ ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବାବେଳେ ସେଥି ମଧ୍ଯରୁ ୩୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ବେଳେ ସଂଗରୋଧରୁ ୮୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରରେ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ୩୭ ହଜାର ୨୦୪ ରେ ପହଞ୍ଚିଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର