ରାଜଧାନୀ ଭୁବନେଶ୍ବରରେ ୭ଶହ ପାର କଲା କରୋନା ଆକ୍ରାନ୍ତଙ୍କ ସଂଖ୍ଯା, ଆଜି ଟିହ୍ନଟ ହଲେ ଆଉ ୭୪୫ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୭ଶହ ପାର କିରିଛି। ଭୁବନେଶ୍ବରରୁ ଆଜି ୭୪୫ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୪୭ ଜଣ ଓ ସ୍ଥାନୀୟ ଅଂଚଳରୁ ୫୯୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ […]

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୭ଶହ ପାର କିରିଛି। ଭୁବନେଶ୍ବରରୁ ଆଜି ୭୪୫ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୪୭ ଜଣ ଓ ସ୍ଥାନୀୟ ଅଂଚଳରୁ ୫୯୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୨୩୭ ରେ ପହଂଚିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବଢୁଛି ଭିଡ଼ ହିଂସା: ପୁଲିସ ଉପସ୍ଥିତିରେ ଆଇନକୁ ହାତକୁ ନେଉଛନ୍ତି ଲୋକେ, ଅପରାଧୀ ଚଳାଉଛନ୍ତି ଆତଙ୍କରାଜ

24 Apr 2021 By The Sakala

ରାଜଧାନୀ ଭୁବନେଶ୍ବରରେ ୭ଶହ ପାର କଲା କରୋନା ଆକ୍ରାନ୍ତଙ୍କ ସଂଖ୍ଯା, ଆଜି ଟିହ୍ନଟ ହଲେ ଆଉ ୭୪୫ ପଜିଟିଭ୍

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୭ଶହ ପାର କିରିଛି। ଭୁବନେଶ୍ବରରୁ ଆଜି ୭୪୫ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୪୭ ଜଣ ଓ ସ୍ଥାନୀୟ ଅଂଚଳରୁ ୫୯୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୨୩୭ ରେ ପହଂଚିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର