ରାଜଧାନୀ ଭୁବନେଶ୍ବରରେ ଆଜି ଟିହ୍ନଟ ହେଲେ ଆଉ ୬୮୩ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ବରରୁ ଆଜି ୬୮୩ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୦୭ ଜଣ ଓ ସ୍ଥାନୀୟ ଅଂଚଳରୁ ୫୭୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୯୨୦ ରେ ପହଂଚିଛି। […]

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ବରରୁ ଆଜି ୬୮୩ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୦୭ ଜଣ ଓ ସ୍ଥାନୀୟ ଅଂଚଳରୁ ୫୭୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୯୨୦ ରେ ପହଂଚିଛି।

ଆହୁରି ପଢ଼ନ୍ତୁ: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଶେଖ୍ ଇମ୍ରାନ ସମେତ ୪ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

25 Apr 2021 By The Sakala

ରାଜଧାନୀ ଭୁବନେଶ୍ବରରେ ଆଜି ଟିହ୍ନଟ ହେଲେ ଆଉ ୬୮୩ ପଜିଟିଭ୍

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ବରରୁ ଆଜି ୬୮୩ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୦୭ ଜଣ ଓ ସ୍ଥାନୀୟ ଅଂଚଳରୁ ୫୭୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୯୨୦ ରେ ପହଂଚିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର