ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ: ଆଜି ରାଜଧାନୀ ଭୁବନେଶ୍ବରରେ ଚିହ୍ନଟ ହେଲେ ଆଉ ୧, ୧୧୯ କରୋନା ପଜିଟିଭ୍
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ପାର କିରିଛି। ଭୁବନେଶ୍ବରରୁ ଆଜି ୧, ୧୧୯ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୭୫ ଜଣ ଓ ସ୍ଥାନୀୟ ଅଂଚଳରୁ ୯୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ […]
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ପାର କିରିଛି। ଭୁବନେଶ୍ବରରୁ ଆଜି ୧, ୧୧୯ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୭୫ ଜଣ ଓ ସ୍ଥାନୀୟ ଅଂଚଳରୁ ୯୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪ ହଜାର ୪୧୫ ରେ ପହଂଚିଛି।
Update on newly detected #COVID19 cases in the last
24 hrs under the BMC area on 30th Apr (till 9am). pic.twitter.com/KY986Py2p5— BMC (@bmcbbsr) April 30, 2021