ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ: ଆଜି ରାଜଧାନୀ ଭୁବନେଶ୍ବରରେ ଚିହ୍ନଟ ହେଲେ ଆଉ ୧, ୧୧୯ କରୋନା ପଜିଟିଭ୍

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ପାର କିରିଛି। ଭୁବନେଶ୍ବରରୁ ଆଜି ୧, ୧୧୯ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୭୫ ଜଣ ଓ ସ୍ଥାନୀୟ ଅଂଚଳରୁ ୯୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ […]

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ପାର କିରିଛି। ଭୁବନେଶ୍ବରରୁ ଆଜି ୧, ୧୧୯ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୭୫ ଜଣ ଓ ସ୍ଥାନୀୟ ଅଂଚଳରୁ ୯୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪ ହଜାର ୪୧୫ ରେ ପହଂଚିଛି।

About The Author: The Sakala