By
The Sakala
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ବରରୁ ଆଜି ୭୦୮ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୫୧ ଜଣ ଓ ସ୍ଥାନୀୟ ଅଂଚଳରୁ ୫୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୬୨୮ ରେ […]
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ବରରୁ ଆଜି ୭୦୮ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୫୧ ଜଣ ଓ ସ୍ଥାନୀୟ ଅଂଚଳରୁ ୫୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୬୨୮ ରେ ପହଂଚିଛି।
About The Author: The Sakala