ମନୋରଞ୍ଜନ
ଓଡ଼ିଶା
ଆଜି ରାଜଧାନୀରେ କରୋନାରୁ ସୁସ୍ଥ ଅଧିକ, ସଂକ୍ରମଣ କମ
ଭୁବନେଶ୍ୱର ପାଇଁ ଖୁସି ଖବର । ଆଜି ରାଜଧାନୀରେ କରୋନାରୁ ଅଧିକ ସୁସ୍ଥ ହୋଇଥିବା ବେଳେ ସଂକ୍ରମଣ କମ ରହିଛି । ଗୋଟିଏ ଦିନରେ ୯୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୮୬୪ ଜଣ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୩୪ ଜଣ ଚିହ୍ନଟ ହୋଇଥିବା ବେଳେ ୭୩୦ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ […]
ଭୁବନେଶ୍ୱର ପାଇଁ ଖୁସି ଖବର । ଆଜି ରାଜଧାନୀରେ କରୋନାରୁ ଅଧିକ ସୁସ୍ଥ ହୋଇଥିବା ବେଳେ ସଂକ୍ରମଣ କମ ରହିଛି । ଗୋଟିଏ ଦିନରେ ୯୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୮୬୪ ଜଣ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୩୪ ଜଣ ଚିହ୍ନଟ ହୋଇଥିବା ବେଳେ ୭୩୦ ଲୋକାଲ କେସ ଚିହ୍ନଟ ହୋଇଛନ୍ତି ।
ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ
ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା






