ପୁଣି ଡରାଇଲାଣି କରୋନା: ରାଜ୍ଯରେ ୩୦୦ ଟପିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା

The Sakala Picture
Published On

ଭୁବନେଶ୍ବର: ପୁଣି ଡରାଇବା ଆରମ୍ଭ କଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଦୈନିକ ସଂକ୍ରମଣଙ୍କ ସଂଖ୍ୟା ୩୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୧୫୦୫ କୁ ବୃଦ୍ଧି ପାଇଛି। ସେହିପରି ଦେଶରେ ଆଜି ୧୦ ହଜାର ୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦଶରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ […]

ଭୁବନେଶ୍ବର: ପୁଣି ଡରାଇବା ଆରମ୍ଭ କଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଦୈନିକ ସଂକ୍ରମଣଙ୍କ ସଂଖ୍ୟା ୩୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୧୫୦୫ କୁ ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

ସେହିପରି ଦେଶରେ ଆଜି ୧୦ ହଜାର ୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦଶରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭, ୫୪୨ କୁ ବୃଦ୍ଧି ହୋଇଛି।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର