ପୁଣି ଡରାଇଲାଣି କରୋନା: ରାଜ୍ଯରେ ୩୦୦ ଟପିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର: ପୁଣି ଡରାଇବା ଆରମ୍ଭ କଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଦୈନିକ ସଂକ୍ରମଣଙ୍କ ସଂଖ୍ୟା ୩୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୧୫୦୫ କୁ ବୃଦ୍ଧି ପାଇଛି। ସେହିପରି ଦେଶରେ ଆଜି ୧୦ ହଜାର ୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦଶରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ […]

ଭୁବନେଶ୍ବର: ପୁଣି ଡରାଇବା ଆରମ୍ଭ କଲାଣି କରୋନା । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଦୈନିକ ସଂକ୍ରମଣଙ୍କ ସଂଖ୍ୟା ୩୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ କରୋନା ସକ୍ରିୟ ମାମଲା ୧୫୦୫ କୁ ବୃଦ୍ଧି ପାଇଛି।

ସେହିପରି ଦେଶରେ ଆଜି ୧୦ ହଜାର ୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦଶରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭, ୫୪୨ କୁ ବୃଦ୍ଧି ହୋଇଛି।

About The Author: The Sakala