ରାଜ୍ଯରୁ ଆଉ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର: ବଢୁଛି କରୋନା। ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ପୁଣି ସଂକ୍ରମିତଙ୍କ ସଂଖ୍ଯା ୨୦୦ ପାର କରିଛି। ରାଜ୍ଯରୁ ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୨୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୮୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୩୯,୯୦୪ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୫୧ଜଣ […]

ଭୁବନେଶ୍ବର: ବଢୁଛି କରୋନା। ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ପୁଣି ସଂକ୍ରମିତଙ୍କ ସଂଖ୍ଯା ୨୦୦ ପାର କରିଛି। ରାଜ୍ଯରୁ ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୨୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୮୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୩୯,୯୦୪ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୫୧ଜଣ ରହିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ବିଭତ୍ସ ହତ୍ୟା: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଖଣ୍ଡାରେ ହାଣିଦେଲେ ଦୁର୍ବୁତ୍ତ !

ସେହିପରି ନୂଆପଡାରୁ ୨୩, କଟକରୁ ୧୯, ବଲାଙ୍ଗିର, କଳାହାଣ୍ଡି, ସୁନ୍ଦରଗଡ଼଼ ଓ ଷ୍ଟେଟପୁଲରୁ ୧୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ସମ୍ବଲପୁରରୁ ୧୧, ବରଗଡ଼, ଯାଜପୁର, ମୟୁରଭଞ୍ଜରୁ ୮ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୭, ବାଲେଶ୍ବରରୁ ୬, ପୁରୀରୁ ୫, , ଝାରସୁଗୁଡାରୁ ୪, ଗଞ୍ଜାମରୁ ୩, କେନ୍ଦ୍ରାପଡା, ନୟାଗଡ଼ ଓ ରାୟଗଡ଼ାରୁ ୨ଜଣ ଲେଖାଏଁ ଓ ଢେଙ୍କାନାଳ, କେନ୍ଦୁଝର ଓ ନବରଙ୍ଗପୁରରୁ ଜଣେ ଲେଖାଏଁ କୋରାନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ରେଳଧାରଣାରୁ ପୂର୍ବତନ ବାର୍ ଆସୋସିଏସନ୍ ସଭାପତି ତ୍ରିନାଥ ଗୁଆଲଙ୍କ ମୃତଦେହ ଉଦ୍ଧାର

27 Mar 2021 By The Sakala

ରାଜ୍ଯରୁ ଆଉ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ବଢୁଛି କରୋନା। ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ପୁଣି ସଂକ୍ରମିତଙ୍କ ସଂଖ୍ଯା ୨୦୦ ପାର କରିଛି। ରାଜ୍ଯରୁ ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୨୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୮୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୩୯,୯୦୪ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୫୧ଜଣ ରହିଥିବା ଜଣାପଡ଼ିଛି।

ସେହିପରି ନୂଆପଡାରୁ ୨୩, କଟକରୁ ୧୯, ବଲାଙ୍ଗିର, କଳାହାଣ୍ଡି, ସୁନ୍ଦରଗଡ଼଼ ଓ ଷ୍ଟେଟପୁଲରୁ ୧୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ସମ୍ବଲପୁରରୁ ୧୧, ବରଗଡ଼, ଯାଜପୁର, ମୟୁରଭଞ୍ଜରୁ ୮ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୭, ବାଲେଶ୍ବରରୁ ୬, ପୁରୀରୁ ୫, , ଝାରସୁଗୁଡାରୁ ୪, ଗଞ୍ଜାମରୁ ୩, କେନ୍ଦ୍ରାପଡା, ନୟାଗଡ଼ ଓ ରାୟଗଡ଼ାରୁ ୨ଜଣ ଲେଖାଏଁ ଓ ଢେଙ୍କାନାଳ, କେନ୍ଦୁଝର ଓ ନବରଙ୍ଗପୁରରୁ ଜଣେ ଲେଖାଏଁ କୋରାନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର