ରାଜ୍ଯରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୪୨୫ ନୂଆ କୋଭିଡ୍ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୨୫ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୬ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୮୮୩୬ କୁ ବୃଦ୍ଧି ପାଇଥିବା ବେଳେ ୧୦୨୫୯୧୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୫୫୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୨୫ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୬ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୮୮୩୬ କୁ ବୃଦ୍ଧି ପାଇଥିବା ବେଳେ ୧୦୨୫୯୧୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୫୫୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୧ ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର