ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪୧୨ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୬୩ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୧୨ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୫ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୦୧୩୦ କୁ ବୃଦ୍ଧି ପାଇଥିବା ବେଳେ ୧୦୧୭୧୦୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୭୪୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୧୨ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୫ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୦୧୩୦ କୁ ବୃଦ୍ଧି ପାଇଥିବା ବେଳେ ୧୦୧୭୧୦୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୭୪୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୩ ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

28 Oct 2021 By The Sakala

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪୧୨ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୬୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୧୨ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୫ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୦୧୩୦ କୁ ବୃଦ୍ଧି ପାଇଥିବା ବେଳେ ୧୦୧୭୧୦୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୭୪୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୩ ଜଣ ପଜିଟିଭ ରହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର