ରାଜ୍ଯରେ ଖସିଲା କରୋନା ସଂକ୍ରମିତଙ୍କ ସଂଖ୍ଯା: ଚିହ୍ନଟ ହେଲେ ଆଉ ୧୪୮୦ କୋଭିଡ୍ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୨ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୬୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୧୮  ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୩୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୨ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୬୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୧୮  ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୩୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୩୦୦୩କୁ ବୃଦ୍ଧି ପାଇଥିବା ବେଳେ ୧୨୪୮୧୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୫୯୮୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର