ରାଜ୍ୟରେ ଆଜି ଚିହ୍ନଟ ହେଲେ ଆଉ ୧୦ ହଜାର ୩୧ ଜଣ ନୂଆ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦,୦୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୩ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୪୦୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୪,୮୭୩ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୩୨୯ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୮୨୪, କଟକ-୭୨୦, ଯାଜପୁର-୩୨୮, ପୁରୀ-୭୦୮, ଗଞ୍ଜାମ- […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦,୦୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୩ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୪୦୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୪,୮୭୩ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୩୨୯ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୮୨୪, କଟକ-୭୨୦, ଯାଜପୁର-୩୨୮, ପୁରୀ-୭୦୮, ଗଞ୍ଜାମ- ୨୦୯, ନୂଆପଡ଼ା- ୩୧୧, ବଲାଙ୍ଗୀର-୨୭୪, ବାଲେଶ୍ବର-୨୩୦, ଅନୁଗୁଳ-୪୫୬, ଭଦ୍ରକ-୨୪୮,  ବରଗଡ଼-୪୫୦, କଳାହାଣ୍ଡି- ୪୩୩, ଝାରସୁଗୁଡ଼ାରୁ ୪୧୮, ନବରଙ୍ଗପୁର- ୩୦୬ ଓ ସମ୍ବଲପୁର ଜିଲ୍ଲାରୁ ୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ସାମ୍ବାଦିକ ଛତ୍ରପତି ହତ୍ୟା ମାମଲାରେ ଡେରା ମୁଖ୍ୟ ରାମ ରହିମ ନିର୍ଦ୍ଦୋଷରେ ଖଲାସ, କିନ୍ତୁ ଜେଲରୁ ମିଳିବନି ମୁକ୍ତି

10 May 2021 By The Sakala

ରାଜ୍ୟରେ ଆଜି ଚିହ୍ନଟ ହେଲେ ଆଉ ୧୦ ହଜାର ୩୧ ଜଣ ନୂଆ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦,୦୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୩ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୪୦୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୪,୮୭୩ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୩୨୯ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୮୨୪, କଟକ-୭୨୦, ଯାଜପୁର-୩୨୮, ପୁରୀ-୭୦୮, ଗଞ୍ଜାମ- ୨୦୯, ନୂଆପଡ଼ା- ୩୧୧, ବଲାଙ୍ଗୀର-୨୭୪, ବାଲେଶ୍ବର-୨୩୦, ଅନୁଗୁଳ-୪୫୬, ଭଦ୍ରକ-୨୪୮,  ବରଗଡ଼-୪୫୦, କଳାହାଣ୍ଡି- ୪୩୩, ଝାରସୁଗୁଡ଼ାରୁ ୪୧୮, ନବରଙ୍ଗପୁର- ୩୦୬ ଓ ସମ୍ବଲପୁର ଜିଲ୍ଲାରୁ ୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର