ରାଜ୍ୟରେ ଆଜି ଚିହ୍ନଟ ହେଲେ ଆଉ ୧୦ ହଜାର ୯୮୨ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦,୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୯୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୮୩୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୬୫,୬୪୮ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୫୩୯ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୯୬୪, କଟକ-୮୮୫, ଯାଜପୁର-୩୪୯, ପୁରୀ-୩୯୮, ଗଞ୍ଜାମ- […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦,୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୯୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୮୩୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୬୫,୬୪୮ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୫୩୯ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୯୬୪, କଟକ-୮୮୫, ଯାଜପୁର-୩୪୯, ପୁରୀ-୩୯୮, ଗଞ୍ଜାମ- ୧୭୭, ନୂଆପଡ଼ା- ୩୭୮, ବଲାଙ୍ଗୀର-୪୨୬, ବାଲେଶ୍ବର-୩୦୩, ଅନୁଗୁଳ-୫୩୯, ବରଗଡ଼-୪୩୧, କଳାହାଣ୍ଡି- ୩୭୦, ଝାରସୁଗୁଡ଼ାରୁ -୩୮୦, ନବରଙ୍ଗପୁର- ୩୩୫ ଓ ସମ୍ବଲପୁର ଜିଲ୍ଲାରୁ ୪୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

12 May 2021 By The Sakala

ରାଜ୍ୟରେ ଆଜି ଚିହ୍ନଟ ହେଲେ ଆଉ ୧୦ ହଜାର ୯୮୨ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦,୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୯୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୮୩୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୬୫,୬୪୮ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୫୩୯ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୯୬୪, କଟକ-୮୮୫, ଯାଜପୁର-୩୪୯, ପୁରୀ-୩୯୮, ଗଞ୍ଜାମ- ୧୭୭, ନୂଆପଡ଼ା- ୩୭୮, ବଲାଙ୍ଗୀର-୪୨୬, ବାଲେଶ୍ବର-୩୦୩, ଅନୁଗୁଳ-୫୩୯, ବରଗଡ଼-୪୩୧, କଳାହାଣ୍ଡି- ୩୭୦, ଝାରସୁଗୁଡ଼ାରୁ -୩୮୦, ନବରଙ୍ଗପୁର- ୩୩୫ ଓ ସମ୍ବଲପୁର ଜିଲ୍ଲାରୁ ୪୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର