ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୬୩ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୬୩ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୧୦ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ […]
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୬୩ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୧୦ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୪୯୬୨କୁ ବୃଦ୍ଧି ପାଇଥିବା ବେଳେ ୧୦୩୩୬୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୮୮୪ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 11th November
New Positive Cases: 263
Of which 0-18 years: 44
In quarantine: 153
Local contacts: 110ଆହୁରି ପଢ଼ନ୍ତୁ: ଦେଶବ୍ୟାପୀ ଏଲପିଜି ସଙ୍କଟ: ଟ୍ରେନରେ ରନ୍ଧା ଖାଦ୍ୟ ବନ୍ଦ କରିପାରେ IRCTC, ରନ୍ଧନ ବ୍ୟବସ୍ଥାର ବିକଳ୍ପ ବ୍ୟବହାର ପାଇଁ ପରାମର୍ଶ(Details of local contacts will be shared by concerned District)
1. Balasore: 7
2. Bhadrak: 2
3. Balangir: 2
4. Cuttack: 21
5. Deogarh: 7
6. Dhenkanal: 5— I & PR Department, Odisha (@IPR_Odisha) November 12, 2021
19. Sambalpur: 6
20. Sundargarh: 9
21. State Pool: 32New recoveries: 308
Cumulative tested: 22717243
Positive: 1044962
Recovered: 1033652
Active cases: 2884— I & PR Department, Odisha (@IPR_Odisha) November 12, 2021
ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୬୩ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୬୩ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୧୦ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୪୯୬୨କୁ ବୃଦ୍ଧି ପାଇଥିବା ବେଳେ ୧୦୩୩୬୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୮୮୪ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 11th November
New Positive Cases: 263
Of which 0-18 years: 44
In quarantine: 153
Local contacts: 110(Details of local contacts will be shared by concerned District)