ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୬୧୫ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୬୮ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୧୫ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୫୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୮ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୩୨୮୮କୁ ବୃଦ୍ଧି ପାଇଥିବା ବେଳେ ୧୦୧୯୭୬୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୫୨୦୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୧୫ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୫୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୮ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୩୨୮୮କୁ ବୃଦ୍ଧି ପାଇଥିବା ବେଳେ ୧୦୧୯୭୬୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୫୨୦୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୮ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଏପ୍ରିଲ ୨୭ ସୁଦ୍ଧା ସବୁ ସ୍କୁଲର ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP ଜାରି

13 Oct 2021 By The Sakala

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୬୧୫ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୬୮ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୧୫ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୫୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୮ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୩୨୮୮କୁ ବୃଦ୍ଧି ପାଇଥିବା ବେଳେ ୧୦୧୯୭୬୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୫୨୦୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୮ଜଣ ପଜିଟିଭ ରହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର