ରାଜ୍ଯରେ ଖସୁଛି ସଂକ୍ରମଣ: ଚିହ୍ନଟ ହେଲେ ଆଉ ୪୭୧ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୫୭ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୭୧ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୭ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୬୮୩୩ କୁ ବୃଦ୍ଧି ପାଇଥିବା ବେଳେ ୧୦୦୨୧୨୮ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୬୫୪୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ […]

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୭୧ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୭ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୬୮୩୩ କୁ ବୃଦ୍ଧି ପାଇଥିବା ବେଳେ ୧୦୦୨୧୨୮ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୬୫୪୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୭ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: କଳାହାଣ୍ଡିର ୪୧ଟି ଗାଁରେ ୮୦୦ରୁ ଅଧିକ ଏକର ଜମିରେ ଜଳସେଚନ ସୁନିଶ୍ଚିତ କରିଛି ବେଦାନ୍ତ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୬ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ୍‌ ପୁଲ୍‌ରୁ ୪୪ଜଣ ରହିଛି ।

13 Sep 2021 By The Sakala

ରାଜ୍ଯରେ ଖସୁଛି ସଂକ୍ରମଣ: ଚିହ୍ନଟ ହେଲେ ଆଉ ୪୭୧ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୫୭ପଜିଟିଭ୍

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୭୧ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୭ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୬୮୩୩ କୁ ବୃଦ୍ଧି ପାଇଥିବା ବେଳେ ୧୦୦୨୧୨୮ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୬୫୪୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୭ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୬ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ୍‌ ପୁଲ୍‌ରୁ ୪୪ଜଣ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର