ରାଜ୍ଯରେ ଚିହ୍ନଟ ହେଲେ ଆଉ ୧୦୦୫୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର: କିଛି ଦିନ ଭିତରେ ଓଡ଼ିଶାରେ ଦୈନିକ କୋଭିଡ୍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ କ୍ଷୀପ୍ର ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦିନକୁ ଦିନ ସଂକ୍ରମଣ ଗ୍ରାଫ୍ ରକେଟ୍ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୦୫୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ […]
ଭୁବନେଶ୍ୱର: କିଛି ଦିନ ଭିତରେ ଓଡ଼ିଶାରେ ଦୈନିକ କୋଭିଡ୍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ କ୍ଷୀପ୍ର ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦିନକୁ ଦିନ ସଂକ୍ରମଣ ଗ୍ରାଫ୍ ରକେଟ୍ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୦୫୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୮୩୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୨୨୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୭୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୧୬୦୬ କୁ ବୃଦ୍ଧି ପାଇଥିବା ବେଳେ୧୦୪୮୭୩୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୪୩୪୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
Covid-19 Report For 12th Jan
New Positive Cases: 10059
Of which 0-18 years: 872
In quarantine: 5833
Local contacts: 4226ଆହୁରି ପଢ଼ନ୍ତୁ: ମଧ୍ୟପ୍ରଦେଶରେ ଭାସିଯାଇ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ବିରୋଧୀ ଦଳ ନେତା(Details of local contacts will be shared by concerned District)
1. Angul: 46
2. Balasore: 278
3. Bargarh: 76
4. Bhadrak: 138
5. Balangir: 216
6. Boudh: 15— I & PR Department, Odisha (@IPR_Odisha) January 13, 2022
22. Mayurbhanj: 423
23. Nawarangpur: 122
24. Nayagarh: 102
25. Nuapada: 66
26. Puri: 272
27. Rayagada: 131
28. Sambalpur: 570
29. Sonepur: 106
30. Sundargarh: 1348
31. State Pool: 724— I & PR Department, Odisha (@IPR_Odisha) January 13, 2022
New recoveries: 949
Cumulative tested: 26403667
Positive: 1101606
Recovered: 1048732
Active cases: 44349— I & PR Department, Odisha (@IPR_Odisha) January 13, 2022






