ରାଜ୍ଯରେ ଖସୁଛି ସଂକ୍ରମଣ ଓ ମୃତ୍ଯୁ ହାର: ଆଜି ଚିହ୍ନଟ ହେଲେ ଆଉ ୪୨୮ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୪ ଜୀବନ

The Sakala Picture
Published On

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୨୮ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୬ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୭୨୬୧ କୁ ବୃଦ୍ଧି ପାଇଥିବା ବେଳେ  ଏବେ ରାଜ୍ୟରେ ଆଉ ୬୨୯୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା […]

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୨୮ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୬ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୭୨୬୧ କୁ ବୃଦ୍ଧି ପାଇଥିବା ବେଳେ  ଏବେ ରାଜ୍ୟରେ ଆଉ ୬୨୯୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୫ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୭୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ , ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୪୨ଜଣ ରହିଛନ୍ତି ।

ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି ।

14 Sep 2021 By The Sakala

ରାଜ୍ଯରେ ଖସୁଛି ସଂକ୍ରମଣ ଓ ମୃତ୍ଯୁ ହାର: ଆଜି ଚିହ୍ନଟ ହେଲେ ଆଉ ୪୨୮ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୪ ଜୀବନ

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୨୮ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୬ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୭୨୬୧ କୁ ବୃଦ୍ଧି ପାଇଥିବା ବେଳେ  ଏବେ ରାଜ୍ୟରେ ଆଉ ୬୨୯୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୫ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୭୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ , ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୪୨ଜଣ ରହିଛନ୍ତି ।

ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି ।

https://www.thesakala.in/latest-odisha-news/corona-update-odisha-14th-sep/article-5391
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର