ରାଜ୍ଯରେ ଖସୁଛି ସଂକ୍ରମଣ ଓ କମୁଛି ମୃତ୍ଯୁ ହାର: ଆଜି ଚିହ୍ନଟ ହେଲେ ଆଉ ୪୫୭ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୬ ଜୀବନ

The Sakala Picture
Published On

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୫୭ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୬୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୨ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୭୭୧୮ କୁ ବୃଦ୍ଧି ପାଇଥିବା ବେଳେ ୧୦୦୩୬୦୩ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୯୪୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ […]

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୫୭ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୬୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୨ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୭୭୧୮ କୁ ବୃଦ୍ଧି ପାଇଥିବା ବେଳେ ୧୦୦୩୬୦୩ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୯୪୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୩ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୭ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୪୭ଜଣ ରହିଛନ୍ତି ।

ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୧୪କୁ ବୃଦ୍ଧି ପାଇଛି।

15 Sep 2021 By The Sakala

https://www.thesakala.in/latest-odisha-news/corona-update-odisha-15-sep/article-5415
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର