ରାଜ୍ଯରେ ୧୧ ହଜାର ପାର କଲା ଦୈନିକ ସଂକ୍ରମଣ: ଚିହ୍ନଟ ହେଲେ ଆଉ ୧୧ ହଜାର ୧୧୭ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ କ୍ଷୀପ୍ର ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦିନକୁ ଦିନ ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ହଜାର ୧୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ […]

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ କ୍ଷୀପ୍ର ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦିନକୁ ଦିନ ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ହଜାର ୧୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୪୭୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୬୯୮ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୧୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୩୯୧୨ କୁ ବୃଦ୍ଧି ପାଇଥିବା ବେଳେ ୧୦୫୫୬୧୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୬୯୭୬୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ଦୁଇଟି ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ଯା ୪ ଅଙ୍କ ପାର କରିଛି। ଖୋର୍ଦ୍ଧା ଜିଲ୍ଲାରୁ ୩୪୨୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୨୧୩୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୩ ଅଙ୍କ ପାର କରିଥିବ ସଂକ୍ରମିତ ଜିଲ୍ଲାଗୁଡ଼ିକ ହେଲା:  ଅନୁଗୁଳ- ୧୩୨, ବାଲେଶ୍ବର-୩୪୨, ବରଗଡ଼- ୧୨୩, ବଲାଙ୍ଗିର- ୩୧୨, କଟକ- ୮୨୯, ଗଞ୍ଜାମ- ୧୦୮, ଜଗତସିଂହପୁର- ୧୬୪, ଯାଜପୁର- ୧୭୯, ଝାରସୁଗୁଡା- ୧୯୩, କଳାହାଣ୍ଡି- ୧୭୩, କୋରାପୁଟ- ୧୫୨, ମୟୁରଭଞ୍ଜ- ୨୭୬, ନବରଙ୍ଗପୁର- ୧୫୫, ନୟାଗଡ଼- ୧୫୯, ପୁରୀ- ୧୪୧, ରାୟଗଡ଼ା- ୧୮୪, ସମ୍ବଲପୁର- ୩୭୯, ସୁବର୍ଣ୍ଣପୁର- ୨୩୮  ଓ ଷ୍ଟେଟପୁଲ୍- ୭୩୭

16 Jan 2022 By The Sakala

ରାଜ୍ଯରେ ୧୧ ହଜାର ପାର କଲା ଦୈନିକ ସଂକ୍ରମଣ: ଚିହ୍ନଟ ହେଲେ ଆଉ ୧୧ ହଜାର ୧୧୭ ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ କ୍ଷୀପ୍ର ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦିନକୁ ଦିନ ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ହଜାର ୧୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୪୭୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୬୯୮ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୧୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୩୯୧୨ କୁ ବୃଦ୍ଧି ପାଇଥିବା ବେଳେ ୧୦୫୫୬୧୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୬୯୭୬୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଦୁଇଟି ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ଯା ୪ ଅଙ୍କ ପାର କରିଛି। ଖୋର୍ଦ୍ଧା ଜିଲ୍ଲାରୁ ୩୪୨୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୨୧୩୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୩ ଅଙ୍କ ପାର କରିଥିବ ସଂକ୍ରମିତ ଜିଲ୍ଲାଗୁଡ଼ିକ ହେଲା:  ଅନୁଗୁଳ- ୧୩୨, ବାଲେଶ୍ବର-୩୪୨, ବରଗଡ଼- ୧୨୩, ବଲାଙ୍ଗିର- ୩୧୨, କଟକ- ୮୨୯, ଗଞ୍ଜାମ- ୧୦୮, ଜଗତସିଂହପୁର- ୧୬୪, ଯାଜପୁର- ୧୭୯, ଝାରସୁଗୁଡା- ୧୯୩, କଳାହାଣ୍ଡି- ୧୭୩, କୋରାପୁଟ- ୧୫୨, ମୟୁରଭଞ୍ଜ- ୨୭୬, ନବରଙ୍ଗପୁର- ୧୫୫, ନୟାଗଡ଼- ୧୫୯, ପୁରୀ- ୧୪୧, ରାୟଗଡ଼ା- ୧୮୪, ସମ୍ବଲପୁର- ୩୭୯, ସୁବର୍ଣ୍ଣପୁର- ୨୩୮  ଓ ଷ୍ଟେଟପୁଲ୍- ୭୩୭

https://www.thesakala.in/latest-odisha-news/corona-update-odisha-16th-jan-2022/article-8469
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର