ରାଜ୍ଯରୁ ଚିହ୍ନଟ ହେଲେ ଆଉ ୮୭୨ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୨ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଆଜି ସାମାନ୍ଯ ତଳକୁ ଖସିଛି । ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ […]

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଆଜି ସାମାନ୍ଯ ତଳକୁ ଖସିଛି । ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୩  ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୨୮୨ ଓ କଟକରୁ ୯୬ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ  ରାଜ୍ୟରେ ମୋଟ ସକ୍ରିୟ ମାମଲା ୫୬୯୬ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର