ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୬୯୫ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୬ ଜୀବନ

The Sakala Picture
Published On

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୯୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୦୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୯୪ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୯୬୨୧ କୁ ବୃଦ୍ଧି ପାଇଥିବା ବେଳେ ୧୦୦୫୫୬୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୮୭୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ […]

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୯୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୦୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୯୪ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୯୬୨୧ କୁ ବୃଦ୍ଧି ପାଇଥିବା ବେଳେ ୧୦୦୫୫୬୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୮୭୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୩ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ ଜଣ, ବରଗଡ଼ ଜିଲ୍ଲାରୁ ଜଣ, ଭଦ୍ରକ ଜିଲ୍ଲାରୁ ୧୩ ଜଣ, ବଲାଙ୍ଗୀରରୁ , କଟକ ଜିଲ୍ଲାରୁ ୯୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମରୁ ୨, ଜଗତସିଂହପୁର ଜିଲ୍ଲାରୁ ୨୫ ଜଣ, ଯାଜପୁର ଜିଲ୍ଲାରୁ ୩୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ୨ଜଣ , କନ୍ଧମାଳ ଜିଲ୍ଲାରୁ ଜଣେ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୩ ଜଣ, ମାଲକାନଗିରି ଜିଲ୍ଲାରୁ ୪ , ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧ , ନୟାଗଡ଼ରୁ ୩ ଜଣ, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଦେବଗଡ଼, କନ୍ଧମାଳ,କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୮ କୁ ବୃଦ୍ଧି ପାଇଛି।

18 Sep 2021 By The Sakala

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୬୯୫ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୬ ଜୀବନ

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୯୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୦୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୯୪ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୯୬୨୧ କୁ ବୃଦ୍ଧି ପାଇଥିବା ବେଳେ ୧୦୦୫୫୬୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୮୭୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୩ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ ଜଣ, ବରଗଡ଼ ଜିଲ୍ଲାରୁ ଜଣ, ଭଦ୍ରକ ଜିଲ୍ଲାରୁ ୧୩ ଜଣ, ବଲାଙ୍ଗୀରରୁ , କଟକ ଜିଲ୍ଲାରୁ ୯୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମରୁ ୨, ଜଗତସିଂହପୁର ଜିଲ୍ଲାରୁ ୨୫ ଜଣ, ଯାଜପୁର ଜିଲ୍ଲାରୁ ୩୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ୨ଜଣ , କନ୍ଧମାଳ ଜିଲ୍ଲାରୁ ଜଣେ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୩ ଜଣ, ମାଲକାନଗିରି ଜିଲ୍ଲାରୁ ୪ , ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧ , ନୟାଗଡ଼ରୁ ୩ ଜଣ, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଦେବଗଡ଼, କନ୍ଧମାଳ,କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୮ କୁ ବୃଦ୍ଧି ପାଇଛି।

https://www.thesakala.in/latest-odisha-news/corona-update-odisha-17-sep-2/article-5470
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର