ରାଜ୍ୟରେ ଆଜି ଚିହ୍ନଟ ହେଲେ ଆଉ ୧୦ ହଜାର ୭୫୭ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦,୭୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୦୨୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୭୩୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨୨୯୮୧ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ କଟକ ଜିଲାରୁ ୯୭୩ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୮୩୨, ଖୋର୍ଦ୍ଧା- ୯୦୯, ଯାଜପୁର-୨୮୧, ପୁରୀ-୩୫୦, […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦,୭୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୦୨୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୭୩୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨୨୯୮୧ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ କଟକ ଜିଲାରୁ ୯୭୩ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୮୩୨, ଖୋର୍ଦ୍ଧା- ୯୦୯, ଯାଜପୁର-୨୮୧, ପୁରୀ-୩୫୦, ଗଞ୍ଜାମ- ୨୦୯, ନୂଆପଡ଼ା- ୫୦୨, ବଲାଙ୍ଗୀର-୫୦୭, ବାଲେଶ୍ବର- ୩୫୪, ଅନୁଗୁଳ-୬୦୬, ବରଗଡ଼-୪୦୪, କଳାହାଣ୍ଡି- ୧୨୫, ଝାରସୁଗୁଡ଼ାରୁ -୩୮୮, ନବରଙ୍ଗପୁର- ୩୮୬ ଓ ସମ୍ବଲପୁର ଜିଲ୍ଲାରୁ ୪୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

17 May 2021 By The Sakala

ରାଜ୍ୟରେ ଆଜି ଚିହ୍ନଟ ହେଲେ ଆଉ ୧୦ ହଜାର ୭୫୭ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦,୭୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୦୨୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୭୩୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨୨୯୮୧ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ କଟକ ଜିଲାରୁ ୯୭୩ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୮୩୨, ଖୋର୍ଦ୍ଧା- ୯୦୯, ଯାଜପୁର-୨୮୧, ପୁରୀ-୩୫୦, ଗଞ୍ଜାମ- ୨୦୯, ନୂଆପଡ଼ା- ୫୦୨, ବଲାଙ୍ଗୀର-୫୦୭, ବାଲେଶ୍ବର- ୩୫୪, ଅନୁଗୁଳ-୬୦୬, ବରଗଡ଼-୪୦୪, କଳାହାଣ୍ଡି- ୧୨୫, ଝାରସୁଗୁଡ଼ାରୁ -୩୮୮, ନବରଙ୍ଗପୁର- ୩୮୬ ଓ ସମ୍ବଲପୁର ଜିଲ୍ଲାରୁ ୪୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର