ରାଜ୍ଯରେ କରୋନା ସ୍ଥିତି ଭୟଙ୍କର, ଆଜି ଚିହ୍ନଟ ହେଲେ ଆଉ ୪ ହଜାର ୪୪୫ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୫ ହଜାର ମୁହାଁ ହେଲାଣି। ରାଜ୍ଯରୁ ଆଜି ୪,୪୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୨୫୭୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୮୭୧ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୭୨,୭୦୩ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୭୨୨ ଜଣ […]

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୫ ହଜାର ମୁହାଁ ହେଲାଣି। ରାଜ୍ଯରୁ ଆଜି ୪,୪୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୨୫୭୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୮୭୧ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୭୨,୭୦୩ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୭୨୨ ଜଣ ରହିଥିବା ଜଣାପଡ଼ିଛି। ସେହିପରି ଖୋର୍ଦ୍ଧା- ୫୮୭, କଟକ-୨୫୧, ନୂଆପଡ଼ା- ୪୩୭, କଳାହାଣ୍ଡି- ୨୭୩, ଝାରସୁଗୁଡ଼ାରୁ ୨୩୧ ଓ ସମ୍ବଲପୁର ଜିଲ୍ଲାରୁ ୨୪୧  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ନାବାଳିକାକୁ ଅସଦାଚରଣ ପ୍ରତିବାଦରେ ଜାତୀୟ ରାଜପଥ ଅବରୋଧ ବେଳେ ଉତ୍ତେଜନା, ୩୮ ଜଣ ଅଟକ

19 Apr 2021 By The Sakala

ରାଜ୍ଯରେ କରୋନା ସ୍ଥିତି ଭୟଙ୍କର, ଆଜି ଚିହ୍ନଟ ହେଲେ ଆଉ ୪ ହଜାର ୪୪୫ ପଜିଟିଭ୍

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୫ ହଜାର ମୁହାଁ ହେଲାଣି। ରାଜ୍ଯରୁ ଆଜି ୪,୪୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୨୫୭୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୮୭୧ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୭୨,୭୦୩ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୭୨୨ ଜଣ ରହିଥିବା ଜଣାପଡ଼ିଛି। ସେହିପରି ଖୋର୍ଦ୍ଧା- ୫୮୭, କଟକ-୨୫୧, ନୂଆପଡ଼ା- ୪୩୭, କଳାହାଣ୍ଡି- ୨୭୩, ଝାରସୁଗୁଡ଼ାରୁ ୨୩୧ ଓ ସମ୍ବଲପୁର ଜିଲ୍ଲାରୁ ୨୪୧  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର