ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୬୨୩ ନୂଆ ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୨୩ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୬୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୧ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୦୨୪୪କୁ ବୃଦ୍ଧି ପାଇଥିବା ବେଳେ ୧୦୦୬୩୨୦ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୭୬୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। […]

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୨୩ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୬୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୧ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୦୨୪୪କୁ ବୃଦ୍ଧି ପାଇଥିବା ବେଳେ ୧୦୦୬୩୨୦ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୭୬୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୫ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ପେଟ୍ରୋଲ-ଡିଜେଲ ସରିଯିବା ନେଇ ମାଲକାନଗିରିରେ ଗୁଜବ, ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୭୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ଼୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୨ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୬୩ଜଣ ରହିଛନ୍ତି ।

19 Sep 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର