ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୪୨ ଜଣ ନୂଆ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୪୨ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୧ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ […]

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୪୨ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୧ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୬୫୫୯ କୁ ବୃଦ୍ଧି ପାଇଥିବା ବେଳେ ୧୦୩୫୬୧୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୫୦୪ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: କଳାହାଣ୍ଡିର ୪୧ଟି ଗାଁରେ ୮୦୦ରୁ ଅଧିକ ଏକର ଜମିରେ ଜଳସେଚନ ସୁନିଶ୍ଚିତ କରିଛି ବେଦାନ୍ତ

19 Nov 2021 By The Sakala

ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୪୨ ଜଣ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୪୨ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୧ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୬୫୫୯ କୁ ବୃଦ୍ଧି ପାଇଥିବା ବେଳେ ୧୦୩୫୬୧୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୫୦୪ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର