ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪୧ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ଯା ହ୍ରାସ ପାଇବା ଆରମ୍ଭ କରିଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୮ ଜଣ ସଂକ୍ରମିତ ରହିଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ୧୭୬ […]

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ଯା ହ୍ରାସ ପାଇବା ଆରମ୍ଭ କରିଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୮ ଜଣ ସଂକ୍ରମିତ ରହିଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ୧୭୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୪୦, ସମ୍ବଲପୁରରୁ ୪୧, ମୟୁରଭଞ୍ଜ ୫୯ ଓ କଟକରୁ ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୬୬୧୬ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ 'ରୁଷିଆନ୍ ଗ୍ରାଣ୍ଡ୍ ସ୍ୟାଣ୍ଡ ମାଷ୍ଟର କପ୍-୨୦୨୬'

02 Aug 2022 By The Sakala

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ଯା ହ୍ରାସ ପାଇବା ଆରମ୍ଭ କରିଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୮ ଜଣ ସଂକ୍ରମିତ ରହିଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ୧୭୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୪୦, ସମ୍ବଲପୁରରୁ ୪୧, ମୟୁରଭଞ୍ଜ ୫୯ ଓ କଟକରୁ ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୬୬୧୬ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର