ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୫୨ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୫୨ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ […]
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୫୨ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୯୫୯୭ କୁ ବୃଦ୍ଧି ପାଇଥିବା ବେଳେ ୧୦୩୮୬୯୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୪୩୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 1st December
ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସକ୍ରିୟ ହେଲା ସୁଦୃଶ୍ୟ ଲଘୁଚାପ: ଆଜି ସନ୍ଧ୍ୟା ସୁଦ୍ଧା ନେବ ଅବପାତର ରୂପ, ପ୍ରବଳ ବର୍ଷା ଆଶଙ୍କାNew Positive Cases: 252
Of which 0-18 years: 54
In quarantine: 148
Local contacts: 104ଆହୁରି ପଢ଼ନ୍ତୁ: ଖୋର୍ଦ୍ଧା ପୁଲିସକୁ ବଡ ସଫଳତା: ୪୫ ଲକ୍ଷ ଟଙ୍କାର ଗୁଟ୍ଖା-ତମାଖୁ ସହ ନଗଦ ୨.୯୪ ଲକ୍ଷ ଟଙ୍କା ଜବତ, ୩ ଗିରଫ(Details of local contacts will be shared by concerned District)
1. Balasore: 5
2. Bhadrak: 2
3. Balangir: 5
4. Boudh: 1
5. Cuttack: 19
6. Dhenkanal: 3— I & PR Department, Odisha (@IPR_Odisha) December 2, 2021
New recoveries: 186
Cumulative tested: 23847367
Positive: 1049597
Recovered: 1038695
Active cases: 2434— I & PR Department, Odisha (@IPR_Odisha) December 2, 2021






