ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୭ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୯ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୭ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୯ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୦୨୦ କୁ ବୃଦ୍ଧି ପାଇଥିବା ବେଳେ ୧୦୪୨୭୦୧ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୮୨୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

20 Dec 2021 By The Sakala

ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୭ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୯ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୦୨୦ କୁ ବୃଦ୍ଧି ପାଇଥିବା ବେଳେ ୧୦୪୨୭୦୧ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୮୨୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର