ରାଜ୍ଯରେ ଚିହ୍ନଟ ହେଲେ ଆଉ ୧୦ ହଜାର ୩୬୮ କରୋନା ପଜିଟିଭ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ କ୍ଷୀପ୍ର ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦିନକୁ ଦିନ ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ହଜାର ୩୬୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ […]

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ କ୍ଷୀପ୍ର ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦିନକୁ ଦିନ ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ହଜାର ୩୬୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୦୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୩୫୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୯୦ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୭୭୪୬୨ କୁ ବୃଦ୍ଧି ପାଇଥିବା ବେଳେ ୧୦୮୦୫୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୮୮୩୪୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଆଜି ଶ୍ରୀମନ୍ଦିରରେ ବିଶେଷ ନୀତି, ନଗର ପରିକ୍ରମା କରିବେ ଶ୍ରୀହନୁମାନ

20 Jan 2022 By The Sakala

ରାଜ୍ଯରେ ଚିହ୍ନଟ ହେଲେ ଆଉ ୧୦ ହଜାର ୩୬୮ କରୋନା ପଜିଟିଭ

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ବିପଦ ସଙ୍କେତ ଅତିକ୍ରମ କରିଛି। ରାଜ୍ୟରେ କ୍ଷୀପ୍ର ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦିନକୁ ଦିନ ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ହଜାର ୩୬୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୦୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୩୫୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୯୦ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୭୭୪୬୨ କୁ ବୃଦ୍ଧି ପାଇଥିବା ବେଳେ ୧୦୮୦୫୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୮୮୩୪୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର