ସବୁଜ ବଳୟରେ ସାରା ଓଡ଼ିଶା: ୫ଶହ ତଳକୁ ଖସିଲା ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ଆଉ ୩୮୮ କୋଭିଡ଼ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୫ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୨୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୫ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୨୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୨୮୬୯ କୁ ବୃଦ୍ଧି ପାଇଥିବା ବେଳେ ୧୨୬୮୧୫୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୫୬୩୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର