ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪୬୨ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୭୦ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୬୨ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୬୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୪ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୧୨୧୬ କୁ ବୃଦ୍ଧି ପାଇଥିବା ବେଳେ ୧୦୦୭୬୬୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୩୫୧ ଜଣ କରୋନା ଆକ୍ରାନ୍ତ […]
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୬୨ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୬୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୪ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୧୨୧୬ କୁ ବୃଦ୍ଧି ପାଇଥିବା ବେଳେ ୧୦୦୭୬୬୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୩୫୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୦ଜଣ ପଜିଟିଭ ରହିଛନ୍ତି।
Covid-19 Report For 20th September
New Positive Cases: 462
Of which 0-18 years: 70
In quarantine: 268
Local contacts: 194(Details of local contacts will be shared by concerned Dist Administration)
District Wise Cases:
1. Angul: 6
2. Balasore: 11
3. Bargarh: 4
4. Bhadrak: 16— I & PR Department, Odisha (@IPR_Odisha) September 21, 2021
22. Puri: 13
23. Rayagada: 4
24. Sambalpur: 12
25. Sonepur: 1
26. Sundargarh: 16
27. State Pool: 43New recoveries: 600
Cumulative tested: 19376326
Positive: 1021216
Recovered: 1007666
Active cases: 5351— I & PR Department, Odisha (@IPR_Odisha) September 21, 2021
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୧୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩୧ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୦୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ରୁ ୪୩ଜଣ ରହିଛନ୍ତି ।