ମନୋରଞ୍ଜନ

"ଭଲ ଝିଅର ଛବି ଏକ ଛଳନା..." ଦୀପିକା ପାଦୁକୋନଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ସ୍ପଷ୍ଟୀକରଣ ଦେଲେ ନିର୍ଦ୍ଦେଶକ ଇମତିଆଜ୍ ଅଲୀ
ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪ ହଜାର ୮୫୧ ନୂଆ କରୋନା ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦୩ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୫ ହଜାର ମୁହାଁ ହେଲାଣି। ରାଜ୍ଯରୁ ଆଜି ୪,୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୨୮୧୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୦୩୭ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୮୨,୩୧୫ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୭୦୩ ଜଣ ରହିଥିବା […]

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୫ ହଜାର ମୁହାଁ ହେଲାଣି। ରାଜ୍ଯରୁ ଆଜି ୪,୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୨୮୧୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୦୩୭ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୮୨,୩୧୫ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୭୦୩ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୫୧୬, କଟକ-୩୦୪, ନୂଆପଡ଼ା- ୪୮୬, ବଲାଙ୍ଗୀର-୨୨୭, ବରଗଡ଼-୧୯୮, କଳାହାଣ୍ଡି- ୩୧୮, ଝାରସୁଗୁଡ଼ାରୁ ୨୯୦, ନବରଙ୍ଗପୁର- ୧୯୪ ଓ ସମ୍ବଲପୁର ଜିଲ୍ଲାରୁ ୧୭୧  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଗୁଣିଗାରେଡ଼ି ସନ୍ଦେହରେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଜଙ୍ଗଲରେ ପୋଡ଼ିଦେଲେ ଗ୍ରାମବାସୀ, ୧୦ ଦିନ ପରେ ହାଡ଼ ଓ ପାଉଁଶ ଜବତ

21 Apr 2021 By The Sakala

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪ ହଜାର ୮୫୧ ନୂଆ କରୋନା ଆକ୍ରାନ୍ତ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦୩ପଜିଟିଭ୍

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୫ ହଜାର ମୁହାଁ ହେଲାଣି। ରାଜ୍ଯରୁ ଆଜି ୪,୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୨୮୧୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୦୩୭ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୮୨,୩୧୫ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୭୦୩ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୫୧୬, କଟକ-୩୦୪, ନୂଆପଡ଼ା- ୪୮୬, ବଲାଙ୍ଗୀର-୨୨୭, ବରଗଡ଼-୧୯୮, କଳାହାଣ୍ଡି- ୩୧୮, ଝାରସୁଗୁଡ଼ାରୁ ୨୯୦, ନବରଙ୍ଗପୁର- ୧୯୪ ଓ ସମ୍ବଲପୁର ଜିଲ୍ଲାରୁ ୧୭୧  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର