ଖସୁଛି ସଂକ୍ରମଣ: ରାଜ୍ଯରୁ ଚିହ୍ନଟ ହେଲେ ଆଉ ୮୫୩ ନୂଆ କରୋନା ଆକ୍ରାନ୍ତ, ୧୮ ବର୍ଷରୁ କମ୍ ବୟସର ୧୦୦ଜଣ ପଜିଟଭ୍
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୫୩ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୯୬ ଜଣ ଚିହ୍ନଟ ହୋଇଥିବ ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦୯୩୭କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୮୪ହଜାର ୨୨୪ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୯୩୦୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ […]
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୫୩ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୯୬ ଜଣ ଚିହ୍ନଟ ହୋଇଥିବ ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦୯୩୭କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୮୪ହଜାର ୨୨୪ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୯୩୦୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୦ଜଣ ପଜିଟିଭ ରହିଛନ୍ତି ।
Covid-19 Report For 21st August
New Positive Cases: 853
Of which 0-18 years: 100
In quarantine: 496
Local contacts: 357ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ(Details of local contacts will be shared by concerned Dist Administration)
District Wise Cases:
1. Angul: 29
2. Balasore: 46
3. Bargarh: 12— I & PR Department, Odisha (@IPR_Odisha) August 22, 2021
20. Malkangiri: 1
21. Mayurbhanj: 21
22. Nayagarh: 22
23. Puri: 35
24. Rayagada: 4
25. Sambalpur: 19
26. Sonepur: 1
27. Sundargarh: 12
28. State Pool: 59New recoveries: 979
Cumulative tested: 17483706
Positive: 1000937
Recovered: 984224
Active cases: 9302— I & PR Department, Odisha (@IPR_Odisha) August 22, 2021
ଖସୁଛି ସଂକ୍ରମଣ: ରାଜ୍ଯରୁ ଚିହ୍ନଟ ହେଲେ ଆଉ ୮୫୩ ନୂଆ କରୋନା ଆକ୍ରାନ୍ତ, ୧୮ ବର୍ଷରୁ କମ୍ ବୟସର ୧୦୦ଜଣ ପଜିଟଭ୍
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୫୩ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୯୬ ଜଣ ଚିହ୍ନଟ ହୋଇଥିବ ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦୯୩୭କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୮୪ହଜାର ୨୨୪ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୯୩୦୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୦ଜଣ ପଜିଟିଭ ରହିଛନ୍ତି ।
Covid-19 Report For 21st August
New Positive Cases: 853
Of which 0-18 years: 100
In quarantine: 496
Local contacts: 357(Details of local contacts will be shared by concerned Dist Administration)