ରାଜ୍ଯରେ ଚିହ୍ନଟ ହେଲେ ଆଉ ୪୨୮ କୋଭିଡ଼ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୫ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୫ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୩୨୯୭କୁ ବୃଦ୍ଧି ପାଇଥିବା ବେଳେ ୧୨୬୯୨୫୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୯୫୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

22 Feb 2022 By The Sakala

ରାଜ୍ଯରେ ଚିହ୍ନଟ ହେଲେ ଆଉ ୪୨୮ କୋଭିଡ଼ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୫ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୯ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୩୨୯୭କୁ ବୃଦ୍ଧି ପାଇଥିବା ବେଳେ ୧୨୬୯୨୫୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୯୫୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର