ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୭୮ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ […]

ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୬ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୨୫୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୧୯୪, ସମ୍ବଲପୁରରୁ ୧୧୧ ଓ କଟକରୁ ୧୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୨୪୫ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

22 Jul 2022 By The Sakala

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୬ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୨୫୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୧୯୪, ସମ୍ବଲପୁରରୁ ୧୧୧ ଓ କଟକରୁ ୧୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୨୪୫ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର