ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୦ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୦ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୩୪୯ କୁ ବୃଦ୍ଧି ପାଇଥିବା ବେଳେ ୧୦୩୦୪୫ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୮୦୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 21st December
New Positive Cases: 183
Of which 0-18 years: 30
In quarantine: 108
Local contacts: 75(Details of local contacts will be shared by concerned District)
1. Angul: 3
2. Balasore: 2
3. Bargarh: 1
4. Cuttack: 13
5. Deogarh: 8
6. Ganjam: 1— I & PR Department, Odisha (@IPR_Odisha) December 22, 2021
New recoveries: 170
Cumulative tested: 24992088
Positive: 1053349
Recovered: 1043045
Active cases: 1804— I & PR Department, Odisha (@IPR_Odisha) December 22, 2021