ମନୋରଞ୍ଜନ
ଓଡ଼ିଶା
ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୫୫ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୫୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ […]
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୫୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୫୦୪ କୁ ବୃଦ୍ଧି ପାଇଥିବା ବେଳେ ୧୦୪୩୨୧୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୭୮୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।
Covid-19 Report For 22nd December
New Positive Cases: 155
Of which 0-18 years: 32
In quarantine: 91
Local contacts: 64ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ(Details of local contacts will be shared by concerned District)
1. Angul: 1
2. Balasore: 1
3. Cuttack: 8
4. Deogarh: 7
5. Dhenkanal: 1
6. Ganjam: 4— I & PR Department, Odisha (@IPR_Odisha) December 23, 2021
New recoveries: 174
Cumulative tested: 25053848
Positive: 1053504
Recovered: 1043219
Active cases: 1784— I & PR Department, Odisha (@IPR_Odisha) December 23, 2021






