ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧ ହଜାର ୫୯ କରୋନା ଆକ୍ରାନ୍ତ, କଟକରୁ ସର୍ବାଧିକ ୧୧୩୩ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୧,୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୩୯ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୮୬୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୩୪୪୧ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ କଟକ ଜିଲାରୁ ୧୧୩୩ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୭୨୯, ଖୋର୍ଦ୍ଧା- ୧୦୧୦ , […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୧,୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୩୯ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୮୬୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୩୪୪୧ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ କଟକ ଜିଲାରୁ ୧୧୩୩ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୭୨୯, ଖୋର୍ଦ୍ଧା- ୧୦୧୦ , ଯାଜପୁର- ୫୬୪, ପୁରୀ- ୪୩୦, ଗଞ୍ଜାମ- ୧୫୫, ନୂଆପଡ଼ା- ୪୪, ବଲାଙ୍ଗୀର- ୧୬୬, ବାଲେଶ୍ବର- ୪୦୦, ଅନୁଗୁଳ-୮୫୯, ବରଗଡ଼-୩୬୭, କଳାହାଣ୍ଡି- ୪୦୭, ଝାରସୁଗୁଡ଼ାରୁ -୨୨୮, ନବରଙ୍ଗପୁର- ୩୨୨, ମୟୁରଭଞ୍ଜ- ୬୬୨ ଓ ସମ୍ବଲପୁର ଜିଲ୍ଲାରୁ ୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

24 May 2021 By The Sakala

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧ ହଜାର ୫୯ କରୋନା ଆକ୍ରାନ୍ତ, କଟକରୁ ସର୍ବାଧିକ ୧୧୩୩ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୧,୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୩୯ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୮୬୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୩୪୪୧ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ କଟକ ଜିଲାରୁ ୧୧୩୩ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୭୨୯, ଖୋର୍ଦ୍ଧା- ୧୦୧୦ , ଯାଜପୁର- ୫୬୪, ପୁରୀ- ୪୩୦, ଗଞ୍ଜାମ- ୧୫୫, ନୂଆପଡ଼ା- ୪୪, ବଲାଙ୍ଗୀର- ୧୬୬, ବାଲେଶ୍ବର- ୪୦୦, ଅନୁଗୁଳ-୮୫୯, ବରଗଡ଼-୩୬୭, କଳାହାଣ୍ଡି- ୪୦୭, ଝାରସୁଗୁଡ଼ାରୁ -୨୨୮, ନବରଙ୍ଗପୁର- ୩୨୨, ମୟୁରଭଞ୍ଜ- ୬୬୨ ଓ ସମ୍ବଲପୁର ଜିଲ୍ଲାରୁ ୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର