ରାଜ୍ଯରେ ୨ଶହ ଟପିଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ଯା, ଖୋର୍ଦ୍ଧାରୁ ସର୍ବାଧିକ ୩୩ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ବଢୁଛି କରୋନା। ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ପୁଣି ସଂକ୍ରମିତଙ୍କ ସଂଖ୍ଯା ୨୦୦ ପାର କରିଛି। ରାଜ୍ଯରୁ ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୨୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୮୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୩୯,୪୬୦ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୩୩ […]

ଭୁବନେଶ୍ବର: ବଢୁଛି କରୋନା। ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ପୁଣି ସଂକ୍ରମିତଙ୍କ ସଂଖ୍ଯା ୨୦୦ ପାର କରିଛି। ରାଜ୍ଯରୁ ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୨୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୮୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୩୯,୪୬୦ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୩୩ ଜଣ ରହିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାକୁ ଅନୁଦାନ ବୃଦ୍ଧି ପାଇଁ କେନ୍ଦ୍ର ନିକଟରେ ମୁହଁ ଖୋଲନ୍ତୁ ମୁଖ୍ୟମନ୍ତ୍ରୀ: ବିଜେଡି

25 Mar 2021 By The Sakala

ରାଜ୍ଯରେ ୨ଶହ ଟପିଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ଯା, ଖୋର୍ଦ୍ଧାରୁ ସର୍ବାଧିକ ୩୩ ପଜିଟିଭ୍

ଭୁବନେଶ୍ବର: ବଢୁଛି କରୋନା। ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଆଜି ରାଜ୍ଯରେ ପୁଣି ସଂକ୍ରମିତଙ୍କ ସଂଖ୍ଯା ୨୦୦ ପାର କରିଛି। ରାଜ୍ଯରୁ ୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୧୨୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୮୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୩,୩୯,୪୬୦ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୩୩ ଜଣ ରହିଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର