ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୦ ହଜାର ୯୩୯ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦, ୯୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୭୮ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୭୬୧ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧୪୩୮୦ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୨୯୮ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୫୧୨, କଟକ- ୯୨୨ […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦, ୯୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୭୮ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୭୬୧ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧୪୩୮୦ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୨୯୮ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୫୧୨, କଟକ- ୯୨୨ , ଯାଜପୁର- ୫୪୧, ପୁରୀ- ୪୫୬, ଗଞ୍ଜାମ- ୨୫୪ , ନୂଆପଡ଼ା- ୬୪, ବଲାଙ୍ଗୀର- ୧୯୫, ବାଲେଶ୍ବର- ୩୬୧, ଅନୁଗୁଳ-୮୧୯, ବରଗଡ଼-୩୨୩, କଳାହାଣ୍ଡି- ୨୪୪, ଝାରସୁଗୁଡ଼ାରୁ -୧୯୧, ନବରଙ୍ଗପୁର- ୩୬୨, ମୟୁରଭଞ୍ଜ- ୬୦୪ ଓ ସମ୍ବଲପୁର ଜିଲ୍ଲାରୁ ୩୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

25 May 2021 By The Sakala

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୦ ହଜାର ୯୩୯ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦, ୯୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୭୮ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୭୬୧ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧୪୩୮୦ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୨୯୮ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୫୧୨, କଟକ- ୯୨୨ , ଯାଜପୁର- ୫୪୧, ପୁରୀ- ୪୫୬, ଗଞ୍ଜାମ- ୨୫୪ , ନୂଆପଡ଼ା- ୬୪, ବଲାଙ୍ଗୀର- ୧୯୫, ବାଲେଶ୍ବର- ୩୬୧, ଅନୁଗୁଳ-୮୧୯, ବରଗଡ଼-୩୨୩, କଳାହାଣ୍ଡି- ୨୪୪, ଝାରସୁଗୁଡ଼ାରୁ -୧୯୧, ନବରଙ୍ଗପୁର- ୩୬୨, ମୟୁରଭଞ୍ଜ- ୬୦୪ ଓ ସମ୍ବଲପୁର ଜିଲ୍ଲାରୁ ୩୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର