ରାଜ୍ଯରେ ଚିହ୍ନଟ ହେଲେ ଆଉ ୬,୧୧୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୮୭୫ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୬ ହଜାର ଟପିଲାଣି। ରାଜ୍ଯରୁ ଆଜି ୬,୧୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୩୫୪୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୫୭୦ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୪,୦୭,୪୫୭ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୮୭୫ ଜଣ ରହିଥିବା ଜଣାପଡ଼ିଛି। ସେହିପରି […]

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୬ ହଜାର ଟପିଲାଣି। ରାଜ୍ଯରୁ ଆଜି ୬,୧୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୩୫୪୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୫୭୦ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୪,୦୭,୪୫୭ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୮୭୫ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୭୮୫, କଟକ-୩୪୩, ଯାଜପୁର-୩୨୪, ପୁରୀ-୧୮୦, ନୂଆପଡ଼ା- ୪୩୦, ବଲାଙ୍ଗୀର-୧୮୯, ବରଗଡ଼-୨୬୨, କଳାହାଣ୍ଡି- ୩୨୧, ଝାରସୁଗୁଡ଼ାରୁ୨୫୪, ନବରଙ୍ଗପୁର- ୩୧୮ ଓ ସମ୍ବଲପୁର ଜିଲ୍ଲାରୁ ୨୮୦  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ମୋତେ ଚାକିରି ଫେରାଇ ଦିଅନ୍ତୁ… ମୁଁ କେମିତି ବଞ୍ଚିବି….ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣିରେ ଭୋ ଭୋ ହୋଇ କାନ୍ଦିଲେ ଯୁବତୀ

25 Apr 2021 By The Sakala

ରାଜ୍ଯରେ ଚିହ୍ନଟ ହେଲେ ଆଉ ୬,୧୧୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୮୭୫ ପଜିଟିଭ୍

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୬ ହଜାର ଟପିଲାଣି। ରାଜ୍ଯରୁ ଆଜି ୬,୧୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୩୫୪୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୫୭୦ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୪,୦୭,୪୫୭ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୮୭୫ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୭୮୫, କଟକ-୩୪୩, ଯାଜପୁର-୩୨୪, ପୁରୀ-୧୮୦, ନୂଆପଡ଼ା- ୪୩୦, ବଲାଙ୍ଗୀର-୧୮୯, ବରଗଡ଼-୨୬୨, କଳାହାଣ୍ଡି- ୩୨୧, ଝାରସୁଗୁଡ଼ାରୁ୨୫୪, ନବରଙ୍ଗପୁର- ୩୧୮ ଓ ସମ୍ବଲପୁର ଜିଲ୍ଲାରୁ ୨୮୦  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର