ରାଜ୍ଯରୁ ଚିହ୍ନଟ ହେଲେ ଆଉ ୬, ୫୯୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୯୫୮ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୬ ହଜାର ଟପିଛି। ରାଜ୍ଯରୁ ଆଜି ୬,୫୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୩୮୨୭ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୭୭୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୪,୧୪,୦୫୬ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୯୫୮ ଜଣ ରହିଥିବା ଜଣାପଡ଼ିଛି। […]

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୬ ହଜାର ଟପିଛି। ରାଜ୍ଯରୁ ଆଜି ୬,୫୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୩୮୨୭ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୭୭୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୪,୧୪,୦୫୬ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୯୫୮ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୪୩୪, କଟକ-୪୮୮, ଯାଜପୁର-୨୩୭, ପୁରୀ-୧୪୫, ଗଞ୍ଜାମ- ୩୨୩, ନୂଆପଡ଼ା- ୫୫୧, ବଲାଙ୍ଗୀର-୯୮, ବରଗଡ଼-୨୦୩, କଳାହାଣ୍ଡି- ୫୧୮, ଝାରସୁଗୁଡ଼ାରୁ୪୩୬, ନବରଙ୍ଗପୁର- ୨୨୧ ଓ ସମ୍ବଲପୁର ଜିଲ୍ଲାରୁ ୨୨୬  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

26 Apr 2021 By The Sakala

ରାଜ୍ଯରୁ ଚିହ୍ନଟ ହେଲେ ଆଉ ୬, ୫୯୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୯୫୮ ପଜିଟିଭ୍

ଭୁବନେଶ୍ବର: ରାଜ୍ଯରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢିବାରେ ଲାଗିଛି।  ଏପଟେ ରାଜ୍ଯରେ ସଂକ୍ରମିତଙ୍କ ସଂଖ୍ଯା ୬ ହଜାର ଟପିଛି। ରାଜ୍ଯରୁ ଆଜି ୬,୫୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ୩୮୨୭ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୨୭୭୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ଯର ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୪,୧୪,୦୫୬ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ଯରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୯୫୮ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୪୩୪, କଟକ-୪୮୮, ଯାଜପୁର-୨୩୭, ପୁରୀ-୧୪୫, ଗଞ୍ଜାମ- ୩୨୩, ନୂଆପଡ଼ା- ୫୫୧, ବଲାଙ୍ଗୀର-୯୮, ବରଗଡ଼-୨୦୩, କଳାହାଣ୍ଡି- ୫୧୮, ଝାରସୁଗୁଡ଼ାରୁ୪୩୬, ନବରଙ୍ଗପୁର- ୨୨୧ ଓ ସମ୍ବଲପୁର ଜିଲ୍ଲାରୁ ୨୨୬  ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର