ରାଜ୍ୟରୁ ଆଜି ଚିହ୍ନଟ ହେଲେ ଆଉ ୧୧ ହଜାର ୬୨୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୦୨୧ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୧, ୬୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୫୦୯ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୧୧୪ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨୬୦୦୩ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୨୦୨୧ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୬୯୯, କଟକ- ୯୯୮, […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୧, ୬୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୫୦୯ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୧୧୪ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨୬୦୦୩ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୨୦୨୧ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୬୯୯, କଟକ- ୯୯୮, ଯାଜପୁର- ୫୬୦, ପୁରୀ- ୪୬୨, ଗଞ୍ଜାମ- ୧୫୮ , ନୂଆପଡ଼ା- ୫୪, ବଲାଙ୍ଗୀର- ୧୭୦, ବାଲେଶ୍ବର- ୫୦୮, ଅନୁଗୁଳ- ୮୨୩, ବରଗଡ଼-୨୫୭, କଳାହାଣ୍ଡି- ୩୫୨, ଝାରସୁଗୁଡ଼ାରୁ -୧୮୪, ନବରଙ୍ଗପୁର- ୩୦୦, ମୟୁରଭଞ୍ଜ- ୨୪୯ ଓ ସମ୍ବଲପୁର ଜିଲ୍ଲାରୁ ୩୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ବିଭାଗରେ ଆସିବ ଆଧୁନିକତା: କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ 'ଏଆଇ' (AI) ସବସ୍କ୍ରିପସନ୍ ପ୍ରସ୍ତାବ

26 May 2021 By The Sakala

ରାଜ୍ୟରୁ ଆଜି ଚିହ୍ନଟ ହେଲେ ଆଉ ୧୧ ହଜାର ୬୨୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୦୨୧ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୧, ୬୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୫୦୯ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୧୧୪ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨୬୦୦୩ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୨୦୨୧ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼- ୬୯୯, କଟକ- ୯୯୮, ଯାଜପୁର- ୫୬୦, ପୁରୀ- ୪୬୨, ଗଞ୍ଜାମ- ୧୫୮ , ନୂଆପଡ଼ା- ୫୪, ବଲାଙ୍ଗୀର- ୧୭୦, ବାଲେଶ୍ବର- ୫୦୮, ଅନୁଗୁଳ- ୮୨୩, ବରଗଡ଼-୨୫୭, କଳାହାଣ୍ଡି- ୩୫୨, ଝାରସୁଗୁଡ଼ାରୁ -୧୮୪, ନବରଙ୍ଗପୁର- ୩୦୦, ମୟୁରଭଞ୍ଜ- ୨୪୯ ଓ ସମ୍ବଲପୁର ଜିଲ୍ଲାରୁ ୩୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର